କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ l ଗତ ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିଲେ ମୋକିମ । ଏପରିକି ସେ ଜାଣିଶୁଣି କିଛି କାଟାଗୋରି ଛାଡ଼ି ଯାଇଥିଲେ। ନାମାଙ୍କନ ପତ୍ରରେ ଏସମ୍ପର୍କୀତ ତଥ୍ୟ ଲୁଚାଇଥିବାରୁ ତାହା RTI ଆକ୍ଟକୁ ଉଲ୍ଳଘଂନ କରୁଛି ବୋଲି ବିଜେଡି ନେତା ତଥା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ।